ଟିକି ପିଲା ଟିକି ପିଲା ଟିକି ଯେ ତାର ମନ, ତମେ ଭଲସେ ନେବ ତ | ଓଡ଼ିଆ Poetry

"ଟିକି ପିଲା ଟିକି ପିଲା ଟିକି ଯେ ତାର ମନ, ତମେ ଭଲସେ ନେବ ତାର ଯତନ । କଅଁଳିଆ ହୃଦୟ କୁ ତାର ସଜାଡ଼ି ଶିଖିବ, ତମେ ଯେମିତି ଗଢିବ ସେ ସେମିତି ହେବ । ସବୁବେଳେ ଶିଖାଇବ ତାକୁ ଭଲ ବ୍ୟବହାର, ତାକୁ ସଦା କହିବ କରିବ ପାଇଁ ପରୋପକାର । ଟିକି ପିଲା ଟିକି ପିଲା ଟିକି ଯେ ତାର ମନ, ତମେ ଭଲସେ ନେବ ତାର ଯତନ । ଲକ୍ଷେ କାମ ଛାଡ଼ି ରଖିବ ତା ଉପରେ ନଜର, ହେଳା କରିଲେ ତା ପ୍ରତି ସେ ଶିଖିବ କେମିତି ସୁବିଚାର । ମାତା ପିତା ତା ପ୍ରତି ଧ୍ୟାନ ଦେଲେ ତା ଜୀବନ ହେବ ଯେ ସୁଖମୟ, ତମ ଠୁ ପାଇ ଭଲ ସଂସ୍କାର ସେ ଦୁନିଆ ରେ ଗଢ଼ିବ ତା ନିଜ ପରିଚୟ । ଟିକି ପିଲା ଟିକି ପିଲା ଟିକି ଯେ ତାର ମନ, ତମେ ଭଲସେ ନେବ ତାର ଯତନ । ©Lili Dey"

 ଟିକି ପିଲା ଟିକି ପିଲା ଟିକି ଯେ ତାର ମନ,
ତମେ ଭଲସେ ନେବ ତାର ଯତନ ।
କଅଁଳିଆ ହୃଦୟ କୁ ତାର ସଜାଡ଼ି ଶିଖିବ,
ତମେ ଯେମିତି ଗଢିବ ସେ ସେମିତି ହେବ ।
ସବୁବେଳେ ଶିଖାଇବ ତାକୁ ଭଲ ବ୍ୟବହାର,
ତାକୁ ସଦା କହିବ କରିବ ପାଇଁ ପରୋପକାର ।
ଟିକି ପିଲା ଟିକି ପିଲା ଟିକି ଯେ ତାର ମନ,
ତମେ ଭଲସେ ନେବ ତାର ଯତନ ।
ଲକ୍ଷେ କାମ ଛାଡ଼ି ରଖିବ ତା ଉପରେ ନଜର,
ହେଳା କରିଲେ ତା ପ୍ରତି ସେ ଶିଖିବ କେମିତି ସୁବିଚାର ।
ମାତା ପିତା ତା ପ୍ରତି ଧ୍ୟାନ ଦେଲେ ତା ଜୀବନ ହେବ ଯେ ସୁଖମୟ,
ତମ ଠୁ ପାଇ ଭଲ ସଂସ୍କାର ସେ ଦୁନିଆ ରେ ଗଢ଼ିବ ତା ନିଜ ପରିଚୟ ।
ଟିକି ପିଲା ଟିକି ପିଲା ଟିକି ଯେ ତାର ମନ,
ତମେ ଭଲସେ ନେବ ତାର ଯତନ ।

©Lili Dey

ଟିକି ପିଲା ଟିକି ପିଲା ଟିକି ଯେ ତାର ମନ, ତମେ ଭଲସେ ନେବ ତାର ଯତନ । କଅଁଳିଆ ହୃଦୟ କୁ ତାର ସଜାଡ଼ି ଶିଖିବ, ତମେ ଯେମିତି ଗଢିବ ସେ ସେମିତି ହେବ । ସବୁବେଳେ ଶିଖାଇବ ତାକୁ ଭଲ ବ୍ୟବହାର, ତାକୁ ସଦା କହିବ କରିବ ପାଇଁ ପରୋପକାର । ଟିକି ପିଲା ଟିକି ପିଲା ଟିକି ଯେ ତାର ମନ, ତମେ ଭଲସେ ନେବ ତାର ଯତନ । ଲକ୍ଷେ କାମ ଛାଡ଼ି ରଖିବ ତା ଉପରେ ନଜର, ହେଳା କରିଲେ ତା ପ୍ରତି ସେ ଶିଖିବ କେମିତି ସୁବିଚାର । ମାତା ପିତା ତା ପ୍ରତି ଧ୍ୟାନ ଦେଲେ ତା ଜୀବନ ହେବ ଯେ ସୁଖମୟ, ତମ ଠୁ ପାଇ ଭଲ ସଂସ୍କାର ସେ ଦୁନିଆ ରେ ଗଢ଼ିବ ତା ନିଜ ପରିଚୟ । ଟିକି ପିଲା ଟିକି ପିଲା ଟିକି ଯେ ତାର ମନ, ତମେ ଭଲସେ ନେବ ତାର ଯତନ । ©Lili Dey

#Childhood

People who shared love close

More like this

Trending Topic